ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା

ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା

ଭୁବନେଶ୍ୱର,୧/୫ : ବିଜେପି ସଂଖ୍ୟା ଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ଗୁରିନ୍ଦର ସିଂହ ଆଜି ସଂଖ୍ୟାଲଘୁ ମୋର୍ଚ୍ଚା ୭ଟି ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଆସନ୍ତୁ ଜାଣିବା କେଉଁମାନେ ହୋଇଛନ୍ତି ।